ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ୧୧,୦୦୬ ନର୍ସିଂ ପଦବୀ ସୃଷ୍ଟି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି ।
ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ!-->!-->!-->…