Odia News Portal
Browsing Tag

odisha assembly session

ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ବର: ଦ୍ଵିତୀୟ ଦିନରେ ବଜେଟ ଅଧିବେଶନ ଆରମ୍ଭରୁ ଗୃହ ମୁଲତବୀ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ପ୍ରବଳ ହୋହାଲ୍ଲା ଓ ହଟ୍ଟଗୋଳ । ଯାହାକୁ ନେଇ ପ୍ରଥମେ ଗୃହକୁ ୧୧ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇ ଥିବା ସମୟରେ ପୁନର୍ବାର ଗୃହକୁ ଅପରାହ୍ନ ୪ ଟା ଯାଏଁ

ବିଧାନସଭା ନିକଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର: ପୁଣି ଥରେ ବିଧାନସଭା ନିକଟରେ ଆତ୍ମଦାହ ଉଦ୍ୟମ | ବଜେଟ ଅଧିବେଶନ ଆରମ୍ଭରୁ ପୋଲିସକୁ ଘାରିଥିବା ଆତ୍ମଦାହ ଉଦ୍ୟମ ଭୟ ସତ ହୋଇଛି | ଆଜି ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ସମୟରେ ଫେଲ୍ ମାରିଛି ପୋଲିସର ବିଧାନସଭା ସମ୍ମୁଖରେ ଆତ୍ମଦାହ ଉଦ୍ୟମ ରୋକ୍

ବିଧାନସଭା ଜଗିବେ ୩୦ ପ୍ଲାଟୁନ୍ ପୋଲିସ୍‌

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା

ବଜେଟ୍ ପୂର୍ବରୁ ୩ ରାଜନୈତିକ ଦଳର ରଣନୀତି ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ଆରମ୍ଭ ହେବାକୁ ଯାଉଛି ବଜେଟ୍ ଅଧିବେଶନ |ଏଥିପାଇଁ ୩ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯିବ |ଆଜି ଅପରାହ୍ନ ସାଢେ ୫ଟାରେ ବିଜେଡି ବିଧାୟକଙ୍କ ଦ୍ୱାରା ଦଳୀୟ ବୈଠକ ବସିବ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ସୁପ୍ରିମୋ ନବୀନ