ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା
କଟକ: ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ଘଟଣାରେ ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା । କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଥାନାରେ ଏତଲା ଦେଇଛନ୍ତି । ଯଁକୁଟି ଗାଁର ୪ଜଣ ଓ ନୃତାଙ୍ଗ ଗାଁର ୮ଜଣଙ୍କ ନାଁ'ରେ ଏତଲା ଦିଆଯାଇଛି । ତେବେ ଏନେଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି!-->…