୧୨୪୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର: କ୍ୟାବିନେଟ ବୈଠକରେ ୮ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମୋହର ବାଜିଛି ।ବୈଠକରେ ୧୨୪୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।ତେବେ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି ।ଏହି ପ୍ରକଳ୍ପ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନୂଆ!-->…