ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି : ଟିକା ସଂଗ୍ରହ ପାଇଁ ଡକାଯିବ ଗ୍ଲୋବାଲ ଟେଣ୍ଡର
ଟିକା ସଂଗ୍ରହ ପାଇଁ ଡକାଯିବ ଗ୍ଲୋବାଲ ଟେଣ୍ଡର । ରାଜ୍ୟବାସୀଙ୍କୁ ଯେମିତି ଟିକା ସୁବିଧାରେ ଉପଲବ୍ଧ ହୋଇପାରିବ, ସେନେଇ ପଦକ୍ଷେପ ନେଇଛନ୍ତି ସରକାର । ଟିକା ସଂଗ୍ରହ କରିବା ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ରାଜ୍ୟ ସରକାର । ଗ୍ଲୋବାଲ ଟେଣ୍ଡର ଜାରି ପାଇଁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି!-->…