ଆଉ କିଛି ସମୟ ପରେ ରାଜ୍ୟ ପାଇଁ ବଡ଼ ଘୋଷଣା
ଭୁବନେଶ୍ବର: ଆଜି ସକାଳ ୧୦ଟା ସମୟରେ ରାଜ୍ୟବାସୀଙ୍କ ପାଇଁ କିଛି ବଡ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ଦୃତଗତିରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ନଜରରେ ରଖି କିଛି ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ଏ ନେଇ ମେ ୨ତାରିଖ ଦିନ ସକାଳ ୧୦ଟାରେ!-->…