ଆଜିଠୁ ଓଡିଶା ସିଭିଲ ସର୍ଭିସ ମେନ ପରୀକ୍ଷା ଆରମ୍ଭ
ଆଜିଠାରୁ ଆରମ୍ଭ ହେଉଛି ଓଡିଶା ସିଭିଲ ସର୍ଭିସ୍ ମେନ ପରୀକ୍ଷା । ପ୍ରଥମ ଦିନରେ ଓଡିଆ ଓ ଇଂରାଜୀ ବିଷୟରେ ପରୀକ୍ଷା ହେବ । ୫ଟି ଜୋନର ୧୬ଟି କେନ୍ଦ୍ରରେ କୋଭିଡ କଟକଣାରେ ପରୀକ୍ଷା ପାଇଁ ପ୍ରସ୍ତୁତି କରାଯାଇଛି । ପୂର୍ବାହ୍ନ ୯ଟାରୁ ୧୨ଟା ପର୍ୟ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ୨ଟାରୁ ୫ଟା!-->…