ଉଚ୍ଚଶିକ୍ଷା ସଂରକ୍ଷଣ ପାଇଁ ଗଠନ ହେଲା କମିଟି
ଭୁବନେଶ୍ୱର : ସରକାରୀ ସ୍କୁଲ ବିଦ୍ୟାର୍ଥୀଙ୍କ ପାଇଁ ଇଞ୍ଜିନିୟରିଂ ଓ ମେଡିକାଲ ଶିକ୍ଷାରେ ସ୍ଥାନ ସଂରକ୍ଷଣ ବାବଦରେ ରାଜ୍ୟ କ୍ୟାବିନେଟର ନିଷ୍ପତିକୁ କାର୍ଯ୍ୟକାରୀ କରିବା ଲାଗି ଆବଶ୍ୟକ ପରାମର୍ଶ ଦେବା ନିମନ୍ତେ ଓଡ଼ିଶା ସରକାର ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଗଠନ କରିଛନ୍ତି ।!-->…