୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା!-->…