ସ୍କୁଲ ମିଶ୍ରଣ ବିଜ୍ଞପ୍ତିକୁ ରଦ୍ଦ କଲେ ହାଇକୋର୍ଟ
ଭୁବନେଶ୍ବର: ରାଜ୍ୟରେ ଶତାଧିକ ସରକାରୀ ସ୍କୁଲକୁ ବନ୍ଦ କରିବା ଓ ଅନ୍ୟ ସ୍କୁଲ ସହିତ ମିଶ୍ରଣ କରିବା ପାଇଁ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦ କଲେ ହାଇକୋର୍ଟ । ହାଇକୋର୍ଟରେ ଏନେଇ ଆପତ୍ତି କରିଥିଲେ ଅଭିଭାବକ । ସୂଚନା ଅନୁସାରେ ୨୦ରୁ କମ୍ ପିଲା ଥିବା ସ୍କୁଲ ନିକଟ ବିଦ୍ୟାଳୟ ସହ!-->…