Odia News Portal
Browsing Tag

odisha news

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଗୋବିନ୍ଦା

ପୁରୀ: ବଲିଉଡ ଫିଲ୍ମ ଷ୍ଟାର ଗୋବିନ୍ଦା ଓ ତାଙ୍କ ଧର୍ମ ପତ୍ନୀ ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ମହାପ୍ରଭୁଙ୍କ ଅତି ନିକଟକୁ ଯାଇ ଦର୍ଶନ କରି ବିମୁଗ୍ଧ ହୋଇ ଯାଇଥିଲେ ଗୋବିନ୍ଦା । ତେବେ ମହାପ୍ରଭୁଙ୍କ ଆଶୀର୍ବାଦରେ ତାଙ୍କୁ ଦୈବୀ କୃପା ମିଳିଛି ବୋଲି ସେ କହିଛନ୍ତି

ରାଜଧାନୀରେ ଗନ୍ ପଏଣ୍ଟରେ ଗଣଦୁଷ୍କର୍ମ

ଭୁବନେଶ୍ୱର: ବନ୍ଧୁକ ଦେଖାଇ ମହିଳାଙ୍କୁ ଗଣଦୁଷ୍କର୍ମ | ଘଟଣାଟି ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ୪ଜଣ ବ୍ୟକ୍ତି ଜଣେ ମହିଳାଙ୍କୁ କାର୍‌ରେ ଟେକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ସଂପୃକ୍ତ ମହିଳାଙ୍କ

ଏନଆଇଟି ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି

ରାଉରକେଲା: ରାଉରକେଲାରେ ପହଁଚଛନ୍ତି ରାଷ୍ଟ୍ରପତି । ଭୁବନେଶ୍ୱରରୁ ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ପହଁଚିବା ପରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ସେଠାରୁ ରାଉରକେଲା ଗସ୍ତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଅବସରରେ ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର

ଗ୍ୟାସ୍ ଟ୍ୟାଙ୍କର ସହ ଆମ୍ୱୁଲାନ୍ସ ମୁହାଁମୁହିଁ ଧକ୍କା, ୪ ମୃତ

ଅନୁଗୁଳ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନୁଗୁଳ ଜରପଡା ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ,ସମ୍ବଲପୁରରୁ