କାଳିଆ ଯୋଜନା ହିତାଧିକାରୀଙ୍କ ପିଲାଙ୍କୁ ମିଳିବ ଛାତ୍ରବୃତ୍ତି
ଉଚ୍ଚଶିକ୍ଷା ପାଇଁ କାଳିଆ ଯୋଜନାର ପରିବର୍ଦ୍ଧିତ ଛାତ୍ରବୃତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ଏ ନେଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସଂଶୋଧିତ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ବୃତ୍ତିଗତ କିମ୍ବା ବୈଷୟିକ ପାଠ୍ୟକ୍ରମରେ ଉଚ୍ଚଶିକ୍ଷା ଲାଗି ରାଜ୍ୟ ଓ ରାଜ୍ୟ ବାହାରର ନାମି!-->…