ସମଲିଙ୍ଗୀ ବିବାହ ମାନ୍ୟତା
ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,!-->…