Odia News Portal
Browsing Tag

odisha news

୨୬ଶହରୁ ଊଦ୍ଧ୍ୱର୍ ଗାଡ଼ି ମାଲିକଙ୍କୁ ଜରିମାନା

ରାଜ୍ୟ ପରିବହନ ପ୍ରାଧିକରଣ ଗତ ୧୧ ଦିନ ଭିତରେ ୨୬୭୪ଟି ଯାନ ବିରୋଧରେ ଚାଲାଣ ଜାରି କରାଯାଇଛି । ଯେଉଁଥିରେ ହାଇ ସିକୁ୍ୟରିଟି ରେଜିଷ୍ଟ୍ରେସନ ନମ୍ବର ପ୍ଲେଟ(ଏଚ୍ଏସ୍ଆର୍ପି) ଏବଂ କଲର-କୋଡ ଷ୍ଟିକର ଲଗାଯାଇନଥିଲା ।ପ୍ରକାଶ ଯେ, ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ କ୍ରମେ, କେନ୍ଦ୍ର ସରକାରଙ୍କ

ରିଲିଜ୍‌ ପୂର୍ବରୁ କୋଟି କୋଟି ଟଙ୍କା ଆୟ କରିସାରିଲାଣି ‘ଶେହଜାଦା’

କାର୍ତ୍ତିକ ଆର୍ୟନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଶେହଜାଦା’ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ତେବେ ଫିଲ୍ମ ପାଇଁ ଟିକେଟ ପ୍ରି-ବୁକିଂ ମଧ୍ୟ ଏହି ସପ୍ତାହ ଆରମ୍ଭରୁ ଆରମ୍ଭ ହୋଇଯାଇଛି। ଏଥି ସହିତ ଫିଲ୍ମ ଏହାର ଡିଜିଟାଲ ଷ୍ଟ୍ରିମିଂ ଏବଂ ମ୍ୟୁଜିକ ରାଇଟ୍‌ସ

ୟୁନେସ୍କୋ ଆନ୍ତର୍ଜାତିକ ମାତୃଭାଷା ପୁରସ୍କାର ପାଇଁ ମନୋନୀତ ଡକ୍ଟର ମହେନ୍ଦ୍ର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

 ୟୁନେସ୍କୋ ପକ୍ଷରୁ ଆନ୍ତର୍ଜାତିକ ମାତୃଭାଷା ପୁରସ୍କାର- ୨୦୨୩ ପାଇବାକୁ ମନୋନୀତ ହୋଇଛନ୍ତି ନୂଆପଡ଼ା ଜିଲ୍ଲାର ଡକ୍ଟର ମହେନ୍ଦ୍ର କୁମାର ମିଶ୍ର । ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ମହେନ୍ଦ୍ର ମିଶ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ।

୧୨ଟି ଚିତା ଆଣିବାକୁ ଆଜି ସକାଳେ ଭାରତୀୟ ବାୟୁସେନାର ପରିବହନ

ବିମାନ ‘ସି-୧୭’ ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଥିବା କଥା ‘ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ’ର ଜଣେ ଅଧିକାରୀ କହିଛନ୍ତି। ୧୨ଟିଯାକ ଚିତା ଫେବ୍ରୁଆରି ୧୮ ତାରିଖରେ ଭାରତରେ ପହଞ୍ଚିବେ। ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ କହିଛନ୍ତି ଯେ, ବିମାନ ଯୋଗେ ଦକ୍ଷିଣ

ଘନଶ୍ୟାମ ମହାପାତ୍ରଙ୍କୁ ମିଳିଲା ଜୟଦେବ ସମ୍ମାନ

ଜୟଦେବ ପୁରସ୍କାର ପାଇଛନ୍ତି ବିଶିଷ୍ଟ ଚଳିଚିତ୍ର ନିର୍ମାତା ଘନଶ୍ୟାମ ମହାପାତ୍ର । ଜୀବନବ୍ୟାପୀ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯାଇଛି । ୨ ଲକ୍ଷ ଟଙ୍କା, ମାନପତ୍ର, ଉତରୀୟ ଦେଇ ତାଙ୍କୁ ସମ୍ମାନିତ କରାଯାଇଛି । ନୀଳମାଧବ ପଣ୍ଡାର ପ୍ରଯୋଜନା ଓ ନିର୍ଦ୍ଦେଶନାରେ ନିର୍ମିତ ଚଳଚ୍ଚିତ୍ର

କୋଭିଡ-୧୯ : ୨୪ ଘଣ୍ଟାରେ ୧୨୬ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩୫ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା

‘କୃଷି ଓଡିଶା’ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱରରେ ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା। ଆଜିଠାରୁ ତିନି ଦିନ

କେମିତି କଟିବ ଆଜିର ଦିନ।

ମେଷ : ଆଜି ଆପଣ ସମ୍ବେଦନଶୀଳତା ଅନୁଭବ କରିପାରନ୍ତି। ଯେଉଁ କାରଣରୁ ଆପଣଙ୍କ ଭାବନାକୁ ଝଟକା ଲାଗିପାରେ। ମାତାଙ୍କର ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ବାସଗୃହ କିମ୍ବା ଜମିର କାଗଜପତ୍ର ପ୍ରତି ଧ୍ୟାନ ରଖିବେ। ମାନସିକ ବ୍ୟଗ୍ରତାକୁ ଦୂର କରିବା ପାଇଁ ଯୋଗ କରନ୍ତୁ। ବୃଷ

କୋହିନୂର ମୁକୁଟ ପିନ୍ଧିବେନି ବ୍ରିଟେନ୍ ରାଣୀ

ବ୍ରିଟେନର ନୂଆ ରାଣୀ ଅର୍ଥାତ୍ କିଙ୍ଗ ଚାର୍ଲସ-୩ଙ୍କ ପତ୍ନୀ କାମିଲା ରାଜ୍ୟାଭିଷେକ ବେଳେ ରାଣୀ ଏଲିଜାବେଥଙ୍କ କୋହିନୂର ଖଚିତ ମୁକୁଟ ପିନ୍ଧିବେ ନାହିଁ । ତାଙ୍କ ପାଇଁ ୧୦୦ ବର୍ଷ ପୁରୁଣା ଅନ୍ୟ ଏକ ମୁକୁଟ ମରାମତି କରାଯାଇଥିବା ଲଣ୍ଡନ ସ୍ଥିତ ବଙ୍କିମହାମ୍ ପ୍ୟାଲେସ ପକ୍ଷରୁ ସୂଚନା ମିଳିଛି ।

ଆଜିଠୁ ଭୁବନେଶ୍ୱରରେ ତିନି ଦିନିଆ ରାଜ୍ୟ କୃଷି ମହୋତ୍ସବ

ନିଆରା ଢ଼ଙ୍ଗରେ ଏକ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା । ବରମୁଣ୍ଡା ଖେଳ ପଡ଼ିଆରେ ଆରମ୍ଭ ହୋଇଛି ’କୃଷି ଓଡ଼ିଶା’ । ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବ ଏହି