Odia News Portal
Browsing Tag

odisha news

ଖବର କାଗଜ ବିକ୍ରେତାରୁ ଶିକ୍ଷକ ହୋଇପାରିଛନ୍ତି ବିଦ୍ୟାସାଗର

ଖବର କାଗଜ ବିକ୍ରେତାରୁ ଶିକ୍ଷକ ହୋଇପାରିଛନ୍ତି ବିଦ୍ୟାସାଗର । ପରିବାରର ଆର୍ଥିକ ବୋଝ ପାଇଁ ସେ ଘରକୁ ଘର ବୁଲି ଖବର କାଗଜ ବାଣ୍ଟୁଥିଲେ। ସେଥିରୁ ଯାହା କିଛି ରୋଜଗାର ହେଉଥିଲା ସେଥିରୁ ଘର ଚଳାଇବା ସହ ନିଜ ପାଠ ପଢା ଖର୍ଚ୍ଚ କରୁଥିଲେ । ଏବେ ନିଜ ଅଧ୍ୟବସାୟ ବଳରେ ସେ ଜଣେ ଶିକ୍ଷକ ହୋଇ

ବଢୁଛି ତାପମାତ୍ରା, ୮ ସହରରେ ୩୬ ଡିଗ୍ରୀ ଅତିକ୍ରମ

ଫେବୃଆରୀ ଦ୍ବିତୀୟ ସପ୍ତାହରେ ଭୁବନେଶ୍ବରର ପାରଦ ୩୭ ଡିଗ୍ରୀ ଟପିଛି। ରାଜଧାନୀରେ ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ଼ ହୋଇଛି। ଯାହା ସ୍ବାଭାବିକରୁ ଅଧିକ। ରାଜ୍ୟରେ ଫେବୃଆରୀରୁ ଯେଉଁଭଳି ଗ୍ରୀଷ୍ମ ଅନୁଭୂତ ହେଲାଣି ହୁଏତ ଏହା ପୂର୍ବବର୍ଷ ଗୁଡିକର ରେକର୍ଡ ଭାଙ୍ଗିବ। ଆଗକୁ

ସରିଲା ଗୋପାଳର ନାର୍କୋ ଟେଷ୍ଟ,ସମସ୍ତ ରିପୋର୍ଟ ଏକସଙ୍ଗରେ କରାଯିବ ତଜର୍ମା

ସରିଲା ଗୋପାଳର ନାର୍କୋ ଟେଷ୍ଟ । ଆଜି ଓଡ଼ିଶା ଫେରିବ ଗୋପାଳ । ବିମାନ ଯୋଗେ ଗୋପାଳକୁ ଝାରସୁଗୁଡ଼ା ଅଣାଯିବ । ଆସନ୍ତାକାଲି ତାଙ୍କୁ ଝାରସୁଗୁଡା କୋର୍ଟରେ ହଜାର କରାଯିବ । ଗୁଜରାଟ ଗାନ୍ଧୀନଗର ଡିଏଫଏସରେ ଗୋପାଳର ପଲିଗ୍ରାଫ ଟେଷ୍ଟ ଓ ଦୁଇ ଦିନ ଧରି ନାର୍କୋ ଟେଷ୍ଟ କରାଯାଇଥିଲା । ନାର୍କୋ

ପୁଣି ଚିଲିକା ମଝିରେ ଫସିଲା ଭସା ପୋଲ

ଆଜି ୧୦୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଭସା ପୋଲ ମଝି ଚିଲିକାରେ ଅଟକି ରହିଛି । ପୁରୀ ଜିଲ୍ଲା ସାତପଡ଼ା ମଝି ଚିଲିକାରେ ପ୍ରାୟ ଏକ ଘଣ୍ଟା ଧରି ଯାତ୍ରୀବାହୀ ଭସା ପୋଲ ଫସି ରହିଛି । ଏହା ସାତପଡାରୁ ଜହ୍ନିକୁଦା ଅଭିମୁଖେ ଯାଉଥିବା ବେଳେ ଅଟକି ଯାଇଛି । ଭସା ପୋଲରେ ୨ଟି ବସ୍ ସମେତ ୧୦ଟି

ଆସନ୍ତା ୧୯ରେ ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସମ୍ମିଳନୀ ଆୟୋଜିତ ହେବ । ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଯିବେ ବୋଲି ସୂଚନା ମିଳିଛି । ପଦ୍ମପୁର ଉପନିର୍ବାଚନ ବେଳେ ଦିଆଯାଇଥିବା ବିଭିନ୍ନ ପ୍ରତିଶ୍ରୁତି ପାଳନ କରିବା ଦିଗରେ ପଦକ୍ଷେପ ନିଆଯିବ । ବିଶେଷ

କେନ୍ଦୁଝର ଧରଣୀଧର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

କେନ୍ଦୁଝରର ପୁରାତନ ଧରଣୀଧର ମହାବିଦ୍ୟାଳୟକୁ ମିଳିଛି ବିଶ୍ଵବିଦ୍ୟାଳୟର ମାନ୍ୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଏହି ଘୋଷଣା କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବି ବିଜ୍ଞପ୍ତି ଜାରି ହୋଇଛି। କେନ୍ଦୁଝରର ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଧରଣୀଧର

ତୁର୍କୀ-ସିରିୟା ଭୂମିକମ୍ପ : ୫୦ ହଜାର ଟପିପାରେ ମୃତ୍ୟୁସଂଖ୍ୟା:

ତୁର୍କୀ - ସିରିୟାରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁସଂଖ୍ୟା ୫୦ ହଜାର ଟପିଯାଇପାରେ ବୋଲି ଜାତିସଂଘ ରିଲିଫ୍ ମୁଖ୍ୟ ମାର୍ଟିନ୍ ଗ୍ରିଫିଥ୍ସ୍ ‘ସ୍କାଏ ନିଉଜ୍’କୁ କହିଛନ୍ତି।ଭୂମିକମ୍ପର ଉତ୍ପତ୍ତିସ୍ଥଳ ତୁର୍କୀର ଦକ୍ଷିଣାଞ୍ଚଳ ନଗରୀ କାହ୍ରାମାନମାରାସ୍ରେ ପହଞ୍ଚିବା

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାଶ୍ୱର୍ରେ ବଡ ଫାଟ ପାଲଟିଛି ଚିନ୍ତାର କାରଣ

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାଶ୍ୱର୍ରେ ବଡ ବଡ ଫାଟ ଚିନ୍ତାର କାରଣ ପାଲଟିଛି । ପଥର ସନ୍ଧିରେ ଫାଟ ଏତେ ବଡ ହୋଇଛି ଯେ, ସେଥିରେ ସରୀସୃପ ବାସ କରୁଥିବା ଆଶଙ୍କା କରାଯାଉଛି । କେବଳ ଫାଟ ନୁହେଁ ଯେଉଁ ପ୍ରାଚୀନ ମୂର୍ତି ଲାଗିଛି, ତାହା ବି ଭାଙ୍ଗି ଝଡିପଡିଲାଣି । ହେଲେ ଏଥିପ୍ରତି

୧୩ରେ କ୍ୟାବିନେଟ୍, ୧୫ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଆସନ୍ତା ୧୩ ତାରିଖରେ (ସୋମବାର) ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ଏହାସହ ରାଜ୍ୟ ମନ୍ତ୍ରିପରିଷଦର ବୈଠକ ମଧ୍ୟ ବସିବ ବୋଲି ଜଣାପଡ଼ିଛି। ଫେବ୍ରୁଆରି ୨୧ରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ବଜେଟ୍‌ ଚିଠା ପ୍ରସ୍ତାବକୁ ଅନୁମୋଦନ କରିବା

ଏହି ବ୍ୟକ୍ତି  ନିଜ ପରିସ୍ରା ପିଇ ବଞ୍ଚାଇଲେ ଜୀବନ

ତୁର୍କୀ ଏବଂ ସିରିଆରେ ୨୫ ହଜାରରୁ ଅଧିକା ଲୋକଙ୍କ ଜୀବନ ନେଇ ସାରିଲାଣି । ମୃତ୍ୟୁ ସଂଖ୍ୟା ଦିନକୁ ଦିନ କ୍ରମଶଃ ବଢିବାରେ ଲାଗିଛି । ଏହା ସହ ଲୋକମାନେ ମଧ୍ୟ ବହୁତ କଷ୍ଟରେ ତାଙ୍କ ଜୀବନ ଅତିବାହିତ କରୁଛନ୍ତି । ସୂଚନା ମୁତାବକ, ଦିନକୁ ଦିନ ଏହି ଭୂକମ୍ପର ଭୟାନକ ଦୃଶ୍ୟ ସାମ୍ନାକୁ ଆସୁଛି