Odia News Portal
Browsing Tag

odisha news

ପଟ୍ଟାଙ୍ଗୀର ପୂର୍ବତନ ବିଧାୟିକାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ପଟାଙ୍ଗୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ପଟାଙ୍ଗୀଙ୍କ ପରଲୋକ ହୋଇଛି । ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଆଜି ଶୋକ ପ୍ରକାଶ କରିଛନ୍ତି । ନିଜ ଟ୍ୱିଟର ହ୍ୟାଣ୍ଡରେ ଶୋକ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି କି, ପଟାଙ୍ଗୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଚନ୍ଦ୍ରମା

ବ୍ରହ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିଲିନ କ୍ରୀଷ୍ଣା

ଗଞ୍ଜାମ: ଶନିବାର ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର.ଭିଲିନ କ୍ରୀଷ୍ଣା । ବିଭିନ୍ନ କ୍ରୀଡା ଭିତ୍ତିକ ପ୍ରକଳ୍ପର ପରିଦର୍ଶନ କରିବା ସହ ସମୀକ୍ଷା କରିଛନ୍ତି । ଛତ୍ରପୁରରେ ପ୍ରସ୍ତାବିତ ହକି ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ତେବେ ପ୍ରଥମେ ସେ ବ୍ରହ୍ମପୁର

ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ

ପୁରୀ: ଚଳିତ ବର୍ଷ ଜୋରଦାର ଚାଲିଛି ରଥଧ ନିର୍ମାଣ କାର୍ଯ୍ୟ । ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ସରିଯାଉଛି । ଶୁକ୍ରବାର ତାଗ ବାଡ଼ିଆ ସରି ପଟା ଫିଟିଂ ଆରମ୍ଭ ହୋଇଛି । ଶନିବାର ଦିନ ରଥରେ କଇଁଚି ବାଡ଼ିଆ ସହ ରଥଖଳାରେ ବିଶ୍ୱକର୍ମାମାନେ ରଥର କଳସ ତିଆରୁଛନ୍ତି । ଚିତ୍ରକର ସେବକମାନେ ପାଶ୍ୱର୍

ସୁସ୍ଥ ଅଛନ୍ତି ଓଡ଼ିଶାର ପ୍ରଥମ ଡେଲଟା ପ୍ଲସ ରୋଗୀ

ଭୁବନେଶ୍ୱର: ଗତକାଲି ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ଜାଣିବା ଲାଗି ସମସ୍ତଙ୍କ ଆଗ୍ରହ ଥିବା ବେଳେ ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ରାଜ୍ୟରେ କରୋନାର

ନୂଅପଡ଼ା ଜିଲ୍ଲାରେ ମେଟ୍ରିକ୍ ପରୀକ୍ଷା ପାସ୍ ହାର ୯୭.୫୬% , ଦୁଇ ଜଣ ଛାତ୍ରୀ ଏ ୱାନ୍

ନୁଆପଡା: ପ୍ରକାଶ ପାଇଛି ମେଟ୍ରିକ ରେଜଲ୍ଟ । କରୋନା ସଂକ୍ରମଣ ର ଭୟ ଯୋଗୁଁ ଚଳିତ ବର୍ଷ ବିନା ପରୀକ୍ଷାରେ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ କ୍ୟାରିୟର୍ କୁ ନେଇ ଚିନ୍ତା କରୁଥିବା ଛାତ୍ରଛାତ୍ରୀ ଙ୍କ ଅଶାନ୍ତ ମନରେ ଆଣିଛି ଅନେକ ଉତ୍ସାହ। ନୁଆପଡା ଜିଲ୍ଲା ରେ ଚଳିତ ବର୍ଷ ପାସ୍ ହାର ୯୭.୫୬ %

୩୦ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୩୦ ଜିଲ୍ଲା ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ପ୍ରଭାରୀ ନିଯୁକ୍ତ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଅନୁଗୁଳ

ରାଜ୍ୟରେ ୨୪ ଘଣ୍ଟାରେ ୩୪୪୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୫୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୨୬ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ

ଦୁଗ୍ଧ ଚାଷୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ୱର: ଲକଡାଉନ ଓ ସଟଡାଉନ ଲାଗି ସମସ୍ତଙ୍କ ବେପାର ମାନ୍ଦା ହୋଇଛି । ତେବେ ଏଭଳି ସ୍ଥଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ସମସ୍ତ ବର୍ଗର ଲୋକଙ୍କ ଲାଗି ସହାୟତା ରାଶି ଘୋଷଣା କରୁଛନ୍ତି । ଏହାରି ଭିତରେ ଅନେକ ବର୍ଗର ଲୋକ ତଥା ଚାଷୀ, ଉଠା ଦୋକାନୀ ଓ ନିର୍ମାଣ ଶ୍ରମିକଙ୍କ ଲାଗି ସହାୟତା ରାଶି

ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଗତକାଲି ରାତିରୁ ମହାପ୍ରଭୁଙ୍କର ସମସ୍ତ ନୀତିକାନ୍ତି ଶେଷହବାପରେ ରତ୍ନବେଦୀରୁ ଧାଡି ପହଣ୍ଡିରେ ଆସି ସ୍ନାନ ବେଦୀରେ ବିଜେ କରିଥିଲେ ଚତୁର୍ଦ୍ଧା ମୂର୍ତ୍ତି। ସ୍ନାନ ବେଦୀରେ ଉଦ୍ଦିଷ୍ଟ

ପଦାରେ ପଡ଼ିଲା ସ୍ମାର୍ଟ ସିଟିର ବିକଳ ଚିତ୍ର

ଭୁବନେଶ୍ୱର: ପଦାରେ ପଡିଲା ସ୍ମାର୍ଟ ସିଟିର ବିକଳ ଚିତ୍ର । ବେଙ୍ଗ ମୁତିଲେ ଘରେ ପଶୁଛି ପାଣି । ସହର ଭାସୁଛି ସୃଷ୍ଟି ହେଉଛି କୃତ୍ରିମ ବନ୍ୟା । ଅସରାଏ ବର୍ଷା ହେଲେ ବୁଡିଇଯାଉଛି ଭୁବନେଶ୍ୱରର ଅନେକ ଅଚଂଳ । ଏ ହେଉଛି ରାଜଧାନୀ ଭୁବନେଶ୍ୱର ସ୍ମାର୍ଟ ସିଟିର ଦୃଶ୍ୟ । ଟିକିଏ ବର୍ଷା ହେଲେ