ମେ’ ଶେଷ ସୁଦ୍ଧା ରାଜ୍ୟରେ କମିବ ସଂକ୍ରମଣ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବଢ଼ୁଥିବା ସମୟରେ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ଟେଷ୍ଟି ବଢ଼ୁଥିବାରୁ ସଂକ୍ରମଣ ବଢ଼ୁଛି । ଟେଷ୍ଟିଂ ଅନୁଯାୟୀ, ସଂକ୍ରମିତଙ୍କ ସଂଖ୍ୟା ଅଧିକ ନାହିଁ । ୮୦ ପ୍ରତିଶତ!-->…