Odia News Portal
Browsing Tag

odisha news

ଆକ୍ସନ ମୋଡରେ ପୋଲିସ୍: ବାଧ୍ୟତାମୂଳକ ହେଲା ଅନୁମତି ପତ୍ର

ଭୁବନେଶ୍ବର: ଅମନିଆଙ୍କୁ ନାହିଁ ନିସ୍ତାର । ରାଜ୍ୟରେ ସଂକ୍ରମଣ ରୋକିବା ପାଇଁ ୧୪ ଦିନିଆ ଲକଡାଉନ ଘୋଷଣା କରାଯାଇଥିବା ସମୟରେ କେବଳ ଜରୁରୀ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ କଟକଣା କୋହଳ କରାଯାଇଛି । ତେବେ ଏହି ସମୟରେ କିଛି ଅମାନିଆ ନିୟମ ନ ମାନି ବୁଲା ବୁଲି କରୁଥିବା ଖବର ଆସିବା ପରେ

ସଂକ୍ରମଣ ନେଉଛି ଜୀବନ: ଆଉ ୧୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୮୨ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

କମୁଛି ସଂକ୍ରମଣ: ଦିନକରେ ୯୭୯୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମୁଛି ସଂକ୍ରମଣ ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୯୭୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୪୬୬୬ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫୯ ଜଣ ସ୍ଥାନୀୟ ବାସିନ୍ଦା

ସାଙ୍ଘାତିକ କରୋନାସ୍ଥିତି: ଦିନକରେ ୧୦୦୩୧ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ସ୍ଥିତି ଭୟାନକ ରୂପ ଧାରଣ କରିବାରେ ଲାଗିଛି ।ଗତ କାଲିର ସଂକ୍ରମଣ ସଂଖ୍ୟା ଅପେକ୍ଷା ଆଜି ଚିହ୍ନଟ ସଂକ୍ରମିତ ସଂଖ୍ୟା କମିଥିଲେ ମଧ୍ୟ ଏତେ ସଂଖ୍ୟକ ସଂକ୍ରମିତ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇବାରେ ଲାଗିଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ

କରୋନା କହର: ଆଉ୧୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ