Odia News Portal
Browsing Tag

odisha news

ଉପରମୁହାଁ କରୋନାଗ୍ରାଫ୍: ରାଜ୍ୟରେ ୧୦,୫୨୧ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦,୫୨୧ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୯୪୫ ଜଣ

ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ

ଥମୁନି ସଂକ୍ରମଣ: ରାଜ୍ୟରେ ୯୮୮୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମିବାର ନା ଧରୁନି ସଂକ୍ରମଣର ମାତ୍ରା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ

ଆଜି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଧିରେ ଧିରେ ବୃଦ୍ଧି ପାଉଥିବା ସମୟରେ ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି ।ରାଜ୍ୟରେ ପର୍ଯ୍ୟାପ୍ତ ଟିକା ନଥିବାରୁ ଅନୁଗୁଳ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, କଟକ, ଦେବଗଡ, କେନ୍ଦୁଝର, କୋରାପୁଟ,ସୋନପୁରରେ , ରାୟଗଡା, ବାଲେଶ୍ୱର, ବରଗଡ,

ସିଏମସିକୁ ୧୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନା ପାଇଁ କଟକ ମୁନିସିପାଲଟି କର୍ପୋରେସନକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ତେବେ ସିଲଭର ସିଟିରେ ବଢୁଥିବା ସଂକ୍ରମଣକୁ ନଜରରେ ରଖି କିଛି ଏହିଭଳି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା

ମମତାଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ପଶ୍ଚିମବଙ୍ଗ ବିଜୟ ନେଇ ମମତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ହ୍ୟାଟ୍ରିକ ବିଜୟ ପରେ ନବୀନ ମମତାଙ୍କ ସହ କଥା ହୋଇଛନ୍ତି ।ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୯୨ ଆସନରେ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟରେ କରୋନାସ୍ଥିତି: ୨୪ ଘଣ୍ଟାରେ ୮୯୧୪ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୯୧୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୩୮୩୩ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୦୮୧ ଜଣ

ରମଜାନ ଉପଲକ୍ଷେ ଉମ୍ମିଦ୍ ପକ୍ଷରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ

କେନ୍ଦ୍ରାପଡ଼ା: ପବିତ୍ର ରମଜାନ ମାସ ଉପଲକ୍ଷେ କେନ୍ଦ୍ରାପଡ଼ା ସହରରେ ଉମ୍ମିଦ୍ ଏନଜିଓ ପକ୍ଷରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ ପାଇଁ ସଂଘର ସଦସ୍ୟ ମାନଙ୍କ ନିଜ ପାଣ୍ଠି ରୁ ଆୟୋଜନ କରି ବଣ୍ଟନ କରୁଛନ୍ତି | ରାସନ କିଟ କର୍ମକର୍ତ୍ତା ମାନଙ୍କ ତରଫରୁ କେନ୍ଦ୍ରାପଡ଼ା ମୁନିସିପାଲିଟି ର ୱାର୍ଡ