Odia News Portal
Browsing Tag

odisha news

୭ ରାଜ୍ୟକୁ ପଠାଯାଇଛି ୧୨ଶହ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ୍: ଏଡିଜି

ଭୁବନେଶ୍ୱର: ଅକ୍ସିଜେନ ଅଭାବ ପୂରଣ କରିଛି ଓଡିଶା । ଆଜି ଓଡିଶାରୁ ୭ ରାଜ୍ୟକୁ ପଠାଯାଇଛି ଅକ୍ସିଜେନ୍ । ମୋଟ୍ ୬୭ଟି ଟ୍ୟାଙ୍କରରେ ୧୨୬୭ ମେଟ୍ରିକ୍ ଟନ୍ ଅକ୍ସିଜେନ୍ ପଠାଯାଇଛି | ଏନେଇ ଏଡିଜି ଯଶୋବନ୍ତ ଜେଠ୍‌ଓ୍ୱା ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ପ୍ରଦାନ କରିଛନ୍ତି । ସେ ଆହୁରି

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବିଶ୍ୱକେଶନ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ । କଂଗ୍ରେସର ପିପିଲି ପ୍ରାର୍ଥୀ ବିଶ୍ୱକେଶନ ହରିଚନନ୍ଦନ ମହାପାତ୍ର ନାମାଙ୍କନ ପତ୍ର ଦାଖଲ କରିବେ ।ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା

କୋଭିଡ୍ ଚିକିତ୍ସା କେନ୍ଦ୍ର ହେବ ବ୍ରହ୍ମପୁର ସିଟି ହସ୍ପିଟାଲ: ଜିଲ୍ଲାପାଳ

ବ୍ରହ୍ମପୁର : ଜିଲ୍ଲାରେ ସଂକ୍ରମଣ ସ୍ଥିତିକୁ ନିୟନ୍ତ୍ରଣ କରିବା ସକାଶେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ଏବଂ ବ୍ୟବସ୍ଥାକୁ କଡାକଡି କରାଯାଉଛି । ଦ୍ବିତୀୟ ଲହରିର ମୁକାବିଲା ସକାଶେ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ କ୍ରମେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ

ପେଟ ପାଇଁ ସଂଘର୍ଷ: ମହୁଲ ଗୋଟାଉଛି ରୌପ୍ୟ ପଦକ ବିଜେତା

ଭୁବନେଶ୍ୱର: ଗତ କିଛି ବର୍ଷରେ କ୍ରୀଡ଼ା କ୍ଷେତ୍ରରେ ମାଲକାନଗିରି ଜିଲ୍ଲା ରୁ ବିଭିନ୍ନ ଖେଳାଳି ରାଜ୍ୟ ଓ ଜାତୀୟ ସ୍ତରରେ ନିଜର ଛାପ ଛାଡିଥିବା ଦେଖିବାକୁ ମିଳିଛି । ତେବେ ଆଦିବାସୀ ଅଧୁଷିତ ଅଞ୍ଚଳ , ଉପଯୁକ୍ତ ଭିତ୍ତିଭୂମି ଅଭାବ ସହ ଗରିବ ରେଖା ତଳେ ରହିଥିବା ଅନେକ ଖେଳାଳୀ ନିଜ ଖେଳରୁ

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର: ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା । ନ୍ୟୁ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ସେବାୟତଙ୍କୁ ଏହି ସ୍ୱାସ୍ଥ୍ୟ ବୀମା ସୁବିଧା ମିଳିବ| ଏହି ଯୋଜନାରେ ପ୍ରତି ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ଲକ୍ଷ ଟଙ୍କାର ମୌଳିକ ବୀମା ସୁରକ୍ଷା ଓ ଗୁରୁତର ଅସୁସ୍ଥତା

ଦିଲ୍ଲୀରେ ଲକ୍‌ଡାଉନ୍‌ ମେ ୩ ଯାଏଁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ବୃଦ୍ଧି ହେଲା ଲକ୍‌ଡାଉନ୍‌ ଅବଧି । ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଲକ୍‌ଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି ଦୈନିକ ମାମଲା କମିଥିଲେ ମଧ୍ୟ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜାତୀୟ ରାଜଧାନୀରେ ଲକଡାଉନକୁ ମେ ୩

୨୬ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସ ଯୋଦ୍ଧା ବିଶ୍ୱକେଶନ

ପିପିଲି: ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଲାଗିରହିଥିଲା । ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ଆଶାରେ ରହିଥିଲା ରାଜ୍ୟ କଂଗ୍ରେସ । ହେଲେ ଦିବଂଗତ ନେତା ଅଜିତ୍ ମଙ୍ଗରାଜଙ୍କ ପରିବାରରୁ

ମେ’ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

*ଶ୍ରୀମନ୍ଦିର ବନ୍ଦ ନିଷ୍ପତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା | *କରୋନା ସଂକ୍ରମଣକୁ ଦେଖି ମେ ୧୫ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଜଗା ଦର୍ଶନ ବନ୍ଦ |