Odia News Portal
Browsing Tag

odisha news

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ

ଖୋର୍ଦ୍ଧାରୁ ଧରାପଡିଲା କୋଟିଏ ଟଙ୍କାର ଧଳାଜହର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଧରାପଡିଲା କୋଟିଏ ଟଙ୍କାର ଧଳା ଜହର । ପ୍ରାୟ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି ଏସ୍‌ଟିଏଫ୍‌ ଟିମ୍‌ । ବ୍ରାଉନ୍‌ସୁଗାର କାରବାର ଅଭିଯୋଗରେ ଏସ୍‌ଟିଏଫ୍‌ ୪ଜଣଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନ୍‌ସୁଗାର

ରେକର୍ଡ଼ ଭାଙ୍ଗିଲା କରୋନା: ଦିନକରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ

ସପ୍ତାହାନ୍ତ ସଟଡାଉନ୍: ଚେକ୍‌ ପୋଷ୍ଟରେ ଜୋରଦାର ଚେକିଂ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ସପ୍ତାହାନ୍ତ ସଟଡାଉନ୍ । ଶୁକ୍ରବାର ରାତି ୯ଟାରୁ ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ଜାରି ରହିବ ସଟଡାଉନ୍ । ଏହା ରାଜ୍ୟର ସମସ୍ତ ସହରାଞ୍ଚଳରେ ଲାଗୁ ହୋଉଛି । ଟ୍ୱିନ୍‌ ସିଟି କଟକ ଏବଂ ଭୁବନେଶ୍ବରରେ ସଟ୍‌ଡାଉନ୍‌ କଡାକଡି ଯାଞ୍ଚ କରାଯାଉଛି |

ଡିଜିଟାଇଜେସନ୍ ହେବ ବିଧାନସଭାର ଆଲୋଚନା ଓ ରିପୋର୍ଟ

ଭୁବନେଶ୍ୱର : ବିଧାନସଭା ବୈଠକର ସମସ୍ତ ଅ।ଲୋଚନା ବିବରଣୀ ଏବଂ ବିିଭିନ୍ନ କମିଶନର ରିପୋର୍ଟ ଡିଜିଟାଇଜେସନ୍ କରିବାକୁ ହୋଇଥିବା ନିଷ୍ପତ୍ତି ପରିପ୍ରେକ୍ଷୀରେ ଏ ପର୍ଯ୍ୟନ୍ତ ହୋଇଥିବା କାର୍ଯ୍ୟପ୍ରଗତି ଉପରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର

କରୋନାରୁ ସୁସ୍ଥ ହେଲେ ଶ୍ରମିକଙ୍କ ହିରୋ ସୋନୁ ସୁଦ୍

ମୁମ୍ବାଇ: କରୋନାରୁ ସୁସ୍ଥ ହୋଇଛନ୍ତି ଅଭିନେତା ସୋନୁ ସୁଦ୍ । ଆଜି କରୋନାରୁ ସୁସ୍ଥ ହୋଇ ଫେରିଛନ୍ତି ସୋନୁ । ଆଉ ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଟ୍ୱିଟ କରି ସୋନୁ ନେଗେଟିଭ୍ ଥିବା ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ଗତ ୧୭ ତାରିଖରେ ସୋନୁ କରୋନା ପଜିଟିଭ ଚିହ୍ନଟ ହେବା

ସପ୍ତାହନ୍ତ ସଟଡାଉନରେ ଘଣ୍ଟାଏ କୋହଳ

*ଘଣ୍ଟାଏ କୋହଳ ସମୟରେ ମର୍ଣ୍ଣିଂ ୱାର୍କ ଓ ସାଇକେଲିଂ କରିପାରିବେ ଲୋକେ | *ଏନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା | *ଶୁକ୍ରବାର ରାତି ୯ଟାରୁ ସୋମବାର ସକାଳ ୫ଟା ଯାଏଁ ଲାଗିବ ଓ୍ୱିକେଣ୍ଡ୍ ସଟଡାଉନ୍ |

ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୬୦୪ ଜଣ କ୍ବାରେଣ୍ଟାଇନ୍‌ରେ