Odia News Portal
Browsing Tag

odisha news

ଆଜିଠୁ ୧୦ ଜିଲ୍ଲାରେ ଜାରି ହେବ ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ବର: ଓଡ଼ିଶାରେ କରୋନା ସଂକ୍ରମଣ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଥିବାରୁ ରାଜ୍ୟକୁ ପୁନର୍ବାର ନାଇଟକର୍ଫ୍ୟୁ ଫେରିଛି । ଆଜିଠୁ ୧୦ ଜିଲ୍ଲାରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି ହେବା । ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ସଂକ୍ରମଣକୁ ଦୃଷ୍ଟିରେ ରଖି ୧୦ଟି

ସଂକ୍ରମଣ ରୋକିବାକୁ ଶ୍ରୀମନ୍ଦିରର ନୂଆ ଏସଓପି

ପୁରୀ: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ଏସଓପି ଆଣିଛି ମନ୍ଦିର ପ୍ରଶାସନ । ଏଣିକି ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବା ସହିତ ଏହିଦିନ ସମ୍ପୂର୍ଣ୍ଣ ମନ୍ଦିରକୁ ସାନିଟାଇଜ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ତେବେ ରବିବାର

ଲାଲବାହିନୀର ବର୍ବରକାଣ୍ଡ ୫ ଯବାନ ସହିଦ

ବିଜାପୁର: ଛତିଶଗଡରେ ୫ ଜଣ ଯବାନ ସହିଦ | ବିଜାପୁର ଜିଲ୍ଲା ତରରେମ୍ ଠାରେ ନକ୍ସଲ ଓ ସୁରକ୍ଷା କର୍ମୀମାନଙ୍କ ଭିତରେ ହୋଇଥିବା ସଂଘର୍ଷରେ ଡିଆରବି ଓ ସିଆରପିଏଫର ୫ ଜଣ ଯବାନ ସହିଦ ହୋଇଥିବା ସମୟରେ ଜଣେ ନକ୍ସଲର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିଛିମାସ ପୂର୍ବରୁ ନକ୍ସଲମାନେ ଯବାନଙ୍କର ଏକ

ନାଇଟ୍ କର୍ଫ୍ୟୁ ସମୟରେ ଜାରି ରହିବ ଏହି ସବୁ ସେବା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ତେବେ ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼,

ଚପଲ ଫିଙ୍ଗା ପ୍ରସଙ୍ଗରେ ବିଜେଡି ଓ କଂଗ୍ରେସର ଉଦବେଗ

ଭୁବନେଶ୍ୱର: ବାଚସ୍ପତିଙ୍କୁ ଚପଲ ଫିଙ୍ଗା ପ୍ରସଙ୍ଗକୁ ନେଇ ଗୃହରେ ଉଦବେଗ। ଉଦବେଗ ପ୍ରକାଶ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ। ଶାସକ ଦଳ ସଦସ୍ୟ ଭୁପିନ୍ଦର ସିଂ କହିଛନ୍ତି ଘଟଣା ଅତ୍ୟନ୍ତ ଦୁଖଦାୟକ। ଓଡିଶା ଏକ ଶାନ୍ତିପ୍ରିୟ ରାଜ୍ୟ ଭାବରେ ଦେଶରେ ସବୁଦୃଷ୍ଟିରୁ ସମ୍ନାନ ରହିଛି। ଆପଣଙ୍କ