ଆଜିଠାରୁ କଟକରେ ପ୍ରଥମ ଓଡିଶା ଓପନ ବ୍ୟାଡମିଣ୍ଟନ
ଆଜିଠୁ କମ୍ପିବ କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ । ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ ଖେଳାଯିବ ବିଡବ୍ଲ୍ୟୁଏଫ୍ ଓଡ଼ିଶା ଓପନ୍ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ । ଏହି ପ୍ରତିଯୋଗିତାରେ ସାରା ବିଶ୍ୱର ୩୦୦ରୁ ଅଧିକ ବଛାବଛା ଖେଳାଳିଙ୍କ ସହ ୧୦୦ରୁ ଅଧିକ ଅଫିସିଆଲ୍ସ ଭାଗ ନେବେ ।!-->…