କ୍ଷେପଣାସ୍ତ୍ର ଘାଟିରୁ ତଥ୍ୟ ଲିକ୍ ମାମଲା,୪ ଦିନିଆ ରିମାଣ୍ଡରେ ବାବୁରାମ
ଚାନ୍ଦିପୁର ଆଇଟିଆର୍ ଗୁପ୍ତ ତଥ୍ୟ ଲିକ୍ ମାମଲାରେ ସତ ଉଗାରୁଛି ଅଭିଯୁକ୍ତ ବାବୁରାମ ଦେ । ୪ ଦିନିଆ ରିମାଣ୍ଡରେ ନେଇ ତାକୁ ମାରାଥନ୍ ଜେରା କରୁଛି ବାଲେଶ୍ୱର ପୋଲିସ । ଆର୍ଥିକ କାରବାର ଓ ସମ୍ପତ୍ତି ନେଇ ଖୋଳତାଡ ଚାଲିଛି । ପାକିସ୍ତାନୀ ସୁନ୍ଦରୀର ମାୟାଜାଲରେ ପଡ଼ି କ୍ଷେପଣାସ୍ତ୍ର ଘାଟିର!-->…