ଟ୍ରାଇଥଲନ ପ୍ରତିଯୋଗୀଙ୍କ ମୃତ୍ୟୁ
ଟ୍ରାଇଥଲନ ପ୍ରତିଯୋଗିତାବେଳେ ପ୍ରତିଯୋଗୀଙ୍କ ମୃତ୍ୟୁ। ମୃତକ ରାଜସ୍ଥାନ ଯୋଦ୍ଧପୁରର ଏବଂ ସେ ରାମଚଣ୍ଡିରେ ଅନୁଷ୍ଠିତ ହେଉଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଆସିଥିଲେ। ପ୍ରତିଯୋଗିତାରେ ଅସୁସ୍ଥ ହେବାରୁ ତାଙ୍କୁ ପୁରୀ ମେଡ଼ିକାଲକୁ ଅଣାଯାଇଥିଲା। ମେଡ଼ିକାଲରେ ଡାକ୍ତର ତାଙ୍କୁ ମୃତ!-->…