Odia News Portal
Browsing Tag

odisha

ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ

ଅଷ୍ଟ୍ରେଲିଆରେ ମେ’୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ କରିଦିଆଯାଇଛି। ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ବୁଧବାର ଏନେଇ ସୂଚନା ଦେଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ବୈଠକରେ ଯୋଗ ଦେଇପାରିବେନି ବୋଲି ଏଭଳି ନିଷ୍ପତ୍ତି ନିଆଯାିଥିବା ଜଣାପଡିଛି।

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ସହକାରୀ ଯୋଗାଣ ଅଧିକାରୀଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୂର୍ବତନ ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ‌ହୋଇଛି। ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୫ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ୍‌ ରହିଛନ୍ତି।

କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ପ୍ରାଚୀନ ହାତୀ ମୂର୍ତ୍ତି।

ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍‌ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ ହାତୀ ମୂର୍ତ୍ତିକୁ ସନ୍ଧାନ

ସମ୍ବଲପୁରରେ କେନ୍ଦ୍ରୀୟ ବିଜେପି ଟିମ୍‌

ହନୁମାନ ଜୟନ୍ତୀ ସମୟରେ ସମ୍ବଲପୁରରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଯାଞ୍ଚ ଟିମ୍ ସମ୍ବଲପୁର ଗସ୍ତ କରିଛନ୍ତି। ଆଜି ଏହି ଟିମ୍ ମୃତ ଚନ୍ଦ୍ରମଣି ମିର୍ଦ୍ଧାଙ୍କ ଗାଁ ଝାରମୁଣ୍ଡା ଓ ଘରକୁ ଯାଇଥିଲେ। ହେଲେ ଘରେ ତାଲା ପଡ଼ିଥିବାରୁ ଚନ୍ଦ୍ରମଣି ମିର୍ଦ୍ଧାଙ୍କ

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଆଲିଆ ଭଟ୍ଟ

ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍‌ ହୋଇଛନ୍ତି। ୨୦୧୨ରେ ବଲିଉଡ୍‌ରେ ପାଦ ଦେଇଥିବା ଆଲିଆ ଖୁବ୍‌ କମ୍‌ ଦିନ ମଧ୍ୟରେ ବେଶ୍‌ ଲୋକପ୍ରିୟ ଓ ସଫଳ ଭାରତୀୟ ଅଭିନେତ୍ରୀ

ସମଲିଙ୍ଗୀ ବିବାହ ମାନ୍ୟତା

ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,

୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ,ମହାନଦୀ ଜଳବିବାଦ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି, ତାହା ଟ୍ରିବ୍ୟୁନାଲ ଆକଳନ କରିବେ। ୩ ଜଣିଆ ଟ୍ରିବ୍ୟୁନାଲଙ୍କୁ

୨ ଦିନ ସ୍କୁଲ ଛୁଟି

ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

ଓଜେଏସ୍‌ ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ

ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଆଉ ୩ଟି ଅଗ୍ନିଶମ ସେବା କେନ୍ଦ୍ର,ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ଆଉ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ