ଟେଷ୍ଟ ରିପୋର୍ଟକୁ ଅପେକ୍ଷା: ଜେପି ଦାସ
ଝାରସୁଗୁଡାରେ ତଦନ୍ତ ତଦାରଖ ପରେ ଜଷ୍ଟିସ ଜେପି ଗଣମାଧ୍ୟମ ଆଗରେ ନିଜ ମନ୍ତବ୍ୟ ରଖିଛନ୍ତି । ଗୋପାଳର ସାଇକୋ ଆନାଲିସିସ୍ ଟେଷ୍ଟ ରିପୋର୍ଟକୁ ଅପେକ୍ଷା । ଟେଷ୍ଟ ରିପୋର୍ଟ ଆସିଲେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ । ଗୋପଳକୁ ପଚରାଉଚରା କଲେ କି ପ୍ରଶ୍ନରେ ଜଷ୍ଟିସ ଦାସ କହିଛନ୍ତି!-->…