ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ସକାଳ ୭ରୁ ଅପରାହ୍ମ ୧ଟା ପର୍ଯ୍ୟନ୍ତ ଚାଲିବ
ଆରମ୍ଭ ହେଲା ଗାଁ ଭୋଟର ଗଣପର୍ବ । ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ପ୍ରଥମ ପର୍ଯ୍ୟାୟରେ!-->…