Odia News Portal
Browsing Tag

odishanews

୭ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ମହାମାରୀରେ ଯେଭଳି କାହାର ଅକ୍ସିଜେନ ଅଭାବରୁ ମୃତ୍ୟୁ ନହୁଏ ସେଦିଗରେ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୯.୪୧ କୋଟି ଟଙ୍କାର ସ୍ୱାସ୍ଥ୍ୟ ପ୍ରକଳ୍ପ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାହାର ରାଜ୍ୟକୁ ଅକ୍ସିଜେନ ଯୋଗାଇଥିବା ମୁଖ୍ୟମନ୍ତ୍ରୀଙ୍କୁ

କୋଭିଡ ପରିଚାଳନା ଲାଗି ବିଏମସିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କରୋନା ଲହର । ରାଜ୍ୟବାସୀଙ୍କ ଲାଗି ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେମୁଖ୍ୟମନ୍ତ୍ରୀ ଗୋଟିଏ ପରେ ଗୋଟିଏ ପ୍ୟାକେଜ୍ ରାଜ୍ୟବାସୀଙ୍କ ଲାଗି ଘୋଷଣା କରିବାରେ ଲାଗିଛନ୍ତି । ଗତକାଲି ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଥିବା ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର

ଚାକିରୀରୁ ବହିଷ୍କୃତ ଡାକ୍ତର ବାଚସ୍ପତି ଦାଶ

ବଲାଙ୍ଗୀର: ଚାକିରୀରୁ ବହିଷ୍କୃତ ହୋଇଛନ୍ତି ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଏସଡିଏମଓ ଡାକ୍ତର ବାଚସ୍ପତି ଦାଶ । ରୋଗୀଙ୍କଠାରୁ ଲାଞ୍ଚ ନେଉଥିବା ଅଭିଯୋଗରେ ତାଙ୍କୁ ବହିଷ୍କାର କରାଯାଇଛି । ପାଟଣାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଜଣେ ରୋଗୀଙ୍କୁ ଲାଞ୍ଚ ମାଗୁଥିବାର

ରାଜସ୍ୱ ନିରୀକ୍ଷକଙ୍କୁ ଆକ୍ରମଣ

କଟକ: ବେଆଇ ଭାବରେ ଚାଲିଥିଲା ଇଟାଭାଟି । ଚଢ଼ାଉ କରିବା ଲାଗି ଯାଇଥିଲେ ରାଜସ୍ୱ ନିରୀକ୍ଷକ । ଶେଷରେ ଆକ୍ରମଣର ଶିକାର ହୋଇଛନ୍ତି ରାଜସ୍ୱ ନିରୀକ୍ଷକ । କଟକ ଜିଲ୍ଲା ମାହାଙ୍ଗା ମହାଙ୍ଗା ତହସିଲ ଅଧିନସ୍ଥ ପର୍ଶୁରାମପୁର ଅଞ୍ଚଳରେ ବେଆଇ ଭାବରେ ଚାଲିଥିବା ଇଟାଭାଟି ଉପରେ ଚଢ଼ାଉ କରିବାକୁ ଯାଇଥିବା

ମଦୁଆ ବାପାକୁ ହାତ ଗୋଡ଼ ବାନ୍ଧି କୂଅରେ ପକାଇ ଦେଲେ ଦୁଇ ଭାଇ

ଭଞ୍ଜନଗର: ନିଜ ଜନ୍ମ କଲା ବାପାକୁ ମାରିଦେଲେ ଦୁଇ ଭାଇ । ସବୁଦିନ ମଦ ପିଇ ଘରେ ଝଗଡ଼ା କରୁଥିଲା ବାପା । ଶେଷରେ ବାପାହ ହାତ ଗୋଡ଼ ବାନ୍ଧି କୂଅରେ ପକାଇ ଦେଲେ ଦୁଇ ଭାଇ । ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଜିରାବାଡ଼ି ଗାଁରୁ ଆସିଛି ଏଭଳି ଖବର । ମୃତକ ହେଲେ ବୁଲୁ ସାହୁ । ପୋଲିସ

ଆଜିଠୁ ପ୍ରବଳ ଛେଚିବ

ଭୁବନେଶ୍ୱର: ଆଗାମୀ ୨ରୁ ୩ଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ । ପ୍ରାକ୍ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୌସୁମୀ ପ୍ରଭାବରେ ଓଡ଼ିଶାର କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି

ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ

ଆସନ୍ତା ୧୨ରେ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ ବୈଠକ

ଭୁବନେଶ୍ୱର: ଲକଡାଉନରେ ଛାତ୍ର ଛାତ୍ରୀଙ୍କ ପାଠ ପଢ଼ାକୁ ନେଇ ସବୁ ବିଶ୍ୱ ବିଦ୍ୟାୟର କୁଳପତିଙ୍କ ବୈଠକ ଅନୁଷ୍ଠିତ ହେବ । ଆସନ୍ତା ୧୨ ତାରିଖରେ ଏହି ବୈଠକ ବସିବ ବୋଲି ସୂଚନା ମିଳିଛି । ତେବେ ଏହି ବୈଠକରେ କଣ ନିଷ୍ପତି ନିଆଯିବ ତାଉପରେ ରହିଛି ସମସ୍ତ ନଜର । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି

୭ କ୍ୱିଣ୍ଟାଲ ଗଞ୍ଜେଇ ଜବତ

କୋରାପୁଟ: ରାତି ଅଧରେ ଚାଲାଣ ହେଉଥିଲା ଗଞ୍ଜେଇ । ମାଡ଼ି ବସିଲା ପୋଲିସ । ଓଡ଼ିଶା ଆନ୍ଧ୍ରପ୍ରଦେଶ ସୀମାରୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ପାଡ଼ୁଆ ଥାନା ପୋଲିସ ହାବୁଡ଼ରେ ଧରାପଡିଛି । ସେପଟେ ଅନ୍ଧାରର ସୁଯୋଗ ନେଇ ଡ୍ରାଇଭର ଫେରାର ହୋଇଯାଇଛି । ଜବତ ହୋଇଥିବା ଗଞ୍ଜେଇ ମୂଲ୍ୟ ୭୦ ଲକ୍ଷରୁ

ଅଧିକ ବିପଦଜନକ ହେବ ମୌସୁମୀ

ଭୁବନେଶ୍ୱର: ଆସୁଛି ମୌସୁମୀ । ଆଜିଠାରୁ ବର୍ଷା ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ସେପଟେ ମୌସୁମୀ ଅଧିକ ବିପଦଜନକ ହେବ ବୋଲି କୁହାଯାଉଛି । ମୌସୁମୀ ଋତୁ ଦିନକୁ ଦିନ ଅଧିକ ବିପଜ୍ଜନକ ହେବାରେ