Odia News Portal
Browsing Tag

odishanews

ନାବାଳିକା ଓ ବିବାହିତ ପୁରଷଙ୍କ ମଧ୍ୟରେ ଚାଲିଥିଲା ପ୍ରେମ, ପ୍ରେମିକାକୁ ଦେଖା କରିବାକୁ ଯାଇ ବନ୍ଧା ହେଲା ପ୍ରେମିକ

ବାଲେଶ୍ୱର: ମହଙ୍ଗା ପଡ଼ିଲା ଚୋରା ପିରତି । ପ୍ରେମିକାକୁ ଦେଖା କରିବାକୁ ଯାଇ ବନ୍ଧାହେଲା ପ୍ରେମିକ । ବାଲେଶ୍ୱର ଜିଲ୍ଲା ମୁଗୁନିପୁର ଅଞ୍ଚଳରୁ ଆସିଛି ଏଭଳି ଖବର । ପ୍ରେମିକ ବାବୁ ମଲ୍ଲିକକୁ ଗାଁ ଲୋକେ ବାନ୍ଧି ରଖିଥିବା ଦେଖିବାକୁ ମିଳିଛି । ବନ୍ଧା ହୋଇଥିବା ବାବୁର ଘର ପଥରପେଣ୍ଠ ପଞ୍ଚାୟତ

କରୋନା ନେଇ ଓଡ଼ିଶା ପୋଲିସର ସୂଚନା

ଭୁବନେଶ୍ୱର: କରୋନା କଟକଣାକୁ ନେଇ ପୋଲିସ ଡିଜିଙ୍କ ସୂଚନା । ଡିଜି କହିଛନ୍ତି କି, ଏବେ କରୋନାର ପ୍ରକୋପ ପୁରା କମିନାହିଁ । ଏଣୁ ସତର୍କ ରହିବାକୁ କୁହାଯାଇଛି । ଆମାନିଆଙ୍କ ଉପରେ ନଜର ରଖିଛି ପୋଲିସ । ଏପ୍ରିଲ ୫ରୁ ଏଯାବତ ୧ହଜାର ୪୮୬ ଜଣଙ୍କୁ ପୋଲିସ ଗିରଫ କରିଛି । ଯେଉଁମାନେ କଟକଣା ମାନି

ଆଜି ହେଉଛି ବିଶ୍ୱ ସଫେଇ କର୍ମୀ ଦିବସ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ସଫେଇ କର୍ମୀ ଦିବସ । ସଫେଇ କର୍ମଚାରୀଙ୍କ ଲାଗି ଦିନଟିଏ । ସହରର ପରିବେଶକୁ ସୁସ୍ଥ ରଖିବାରେ ଏମାନଙ୍କର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ । ମହାମାରୀ କରୋନା ସମୟରେ ଲୋକେ ଘରୁ ବାହାରୁନଥିବା ବେଳେ ଏମାନେ ନିଜ ଜୀବନକୁ ପାଣି ଛଡ଼ାଇ କାମରେ ଯୋଗ ଦେଇଛନ୍ତି

ପୁରୀରେ ପ୍ରସ୍ତାବିତ ବିମାନ ବନ୍ଦର ନେଇ ସର୍ଭେ

ପୁରୀ: ଶ୍ରୀକ୍ଷେତ୍ର ବା ଜଗନ୍ନାଥ ଧାମ ପୁରୀରେ ଏୟାରପୋର୍ଟ ନିର୍ମାଣ ଲାଗି ବହୁଦିନ ହେବ ଚର୍ଚ୍ଚା ହେଉଥିଲା । ବିମାନବନ୍ଦର ନିର୍ମାଣ ଲାଗି ଯେଉଁସ୍ଥାନ ପ୍ରସ୍ତାବ ଦିଆଯାଇଥିଲା ଆଜି ସେଠାରେ ସର୍ଭେ ହୋଇଥିବା ସୂଚନା ମିଳିଛି । ଏୟାରପୋର୍ଟ ଅଥରିଟି ପକ୍ଷରୁ ଏହି ସର୍ଭେ ଆରମ୍ଭ ହୋଇଥିବା ସୂଚନା

ରଥଯାତ୍ରା ଲାଗି ବିଶାଳ ରାଲି

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲାଉଥିବା ବାରିପଦାରେ ରଥଯାତ୍ରା ଲାଗି ଅନୁମତି ଦେବା ଲାଗି ବିଶାଳ ରାଲି କରାଯାଇଛି । ଶହ ଶହ ମହିଳା ଓ ପୁରୁଷ ଶ୍ରଦ୍ଧାଳୁମାନେ ଆଜି ଜଗନ୍ନାଥ ମନ୍ଦିରଠାରୁ ମାଉସୀମା ମନ୍ଦିର ଯାଏଁ ଶୋଭାଯାତ୍ରାରେ ବାହାରିଥିଲେ । ଶଙ୍ଖ, ଘଣ୍ଟ ଘଣ୍ଟା ବଜାଇ ଏହି

ୟୁଟ୍ୟୁବରେ ପାଠ ପଢ଼ିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା କଟକଣା ଲାଗି ସ୍କୁଲ ଖୋଲିବାରେ ବିଳମ୍ବ ହେଉଛି । ତେବେ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନଲାଇନରେ କ୍ଲାସ କରାଯାଇଛି । ଏବେ ୟୁଟ୍ୟୁବରେ ପାଠ ପଢ଼ିବେ ଛାତ୍ର ଛାତ୍ର । ପ୍ରଥମେ ଦଶମ, ନବମ ଓ ପରେ ଦ୍ୱାଦଶ ଆଉ ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ର ଛାତ୍ରୀ

କରୋନାରେ ଆକ୍ରାନ୍ତ କଣ୍ଠଶିଳ୍ପୀ ତପୁମିଶ୍ର ଗୁରୁତର

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ୨୬ଦିନ ହେବ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଓଡ଼ିଆ କଣ୍ଠଶିଳ୍ପୀ ତପୁମିଶ୍ର । ଦିନକୁ ଦିନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗୁଡ଼ୁଥିବା ସୂଚନା ମିଳିଛି । ତାଙ୍କର ଅକ୍ସିଜେନ ଲେବଲ କମିବାରେ ଲାଗିଛି । ତେବେ ଏବେ ସେ ଭୁବନେଶ୍ୱରର ଏକ

ଗାଁକୁ ନାହିଁ ପକ୍କା ରାସ୍ତା, ନେତା ମନ୍ତ୍ରୀ କେହି ଶୁଣୁନାହାଁନ୍ତି

ବାଲେଶ୍ୱର: ଆଜି ଯାଏ ଗାଁରେ ହୋଇପାରୁନାହିଁ ରାସ୍ତାକାମ । ବାଲେଶ୍ୱର ଜିଲ୍ଲା େଓøପଦାର ଏଭଳି ଦୃଶ୍ୟ । ଟିକେ ବର୍ଷା ହେଲେ ବି, ଏହି ଖାଲଖମା ରାସ୍ତା କାଦୁଅରେ ଭରିଯାଏ । । ଯାହା ଫଳରେ ଯିବା ଆସିବା ପାଇଁ ଅନେକ ଅସୁବିଧାର ସମ୍ମୁଖିନ ହେଉଛନ୍ତି ଗ୍ରାମବାସୀ । ଏଠାରେ ଗାଡି ତ ଦୂରର କଥା,

ଗିରଫ ହେଲା ମଦ ବେପାରୀ ଅଖାଡ଼ୁ

ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ଅଧିନସ୍ଥ ବିଭିନ୍ନ ଗ୍ରାମାଞ୍ଚଳରେ ଲକଡାଉନର ଫାଇଦା ଉଠାଇ ଚୋରା କାରବାର ବୃଦ୍ଧି ପାଇଚି । ମଦ ଚୋରା କାରବାର ଚଳାଇ ଆସୁଥିବା ବେପାରୀକୁ ସାବାଡ କରିବା ପାଇଁ ଏୟାରଫିଲଡ ପୋଲିସ ତନାଘନା ଆରମ୍ଭ କରିଛି। ମଙ୍ଗଳବାର ଅପରାହ୍ନରେ ଜଟଣୀ ବ୍ଲକ ଏୟାରଫିଲଡ ଥାନା

ରାଜ୍ୟରେ ଜାରି ହେଲା ନୂଆ ଗାଇଡ୍ ଲାଇନ୍‌

ଭୁବନେଶ୍ୱର: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୭ଟି ଜିଲ୍ଲାରେ କଟକଣା କୋହଳ । ସକାଳ ୭ଟାରୁ ୫ଟା ଯାଏଁ ଖୋଲିବ ଦୋକାନ । ଉପକୂଳ ଓଡ଼ିଶାର ୧୩ଟି ଜିଲ୍ଲାରେ ବଢ଼ିଲା କଟକଣା । ଉପକୂଳ ଜିଲ୍ଲା ଗୁଡ଼ିକରେ ସକାଳ ୬ଟାରୁ ଦିନ ଗୋଟାଏ ଯାଏଁ ଖୋଲା ରହିବ ଦୋକାନ ବଜାର । ସ୍କୁଲ,ସପିଙ୍ଗ ମଲ, ଜିମ ଓ ସପିଙ୍ଗ ମଲ