ସେପ୍ଟେମ୍ବର ୬ରୁ ୧୮ OJEE ପରୀକ୍ଷା
ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା OJEE ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୬ ତାରିଖ ଠାରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧୮ ତାରିଖ ଯାଏଁ ଜାରି ରହିବ। ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୬ରୁ ୧୮ ତାରିଖ ମଧ୍ୟରେ ପ୍ରତ୍ୟେକ ଦିନ ୩ଟି ଲେଖାଏଁ!-->…