କରୋନାକୁ ହରାଇଲେ ୯୭ ବର୍ଷୀୟା ବୃଦ୍ଧା
ଭୁବନେଶ୍ୱର: ଉପଯୁକ୍ତ ଚିକିତ୍ସା, ସେବା ଓ ଯତ୍ନ ମିଳିଲେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନା ମହାମାରୀକୁ ଅନାୟସରେ ପରାସ୍ତ କରିପାରିବେ ତାହା ପୁଣି ଥରେ ପ୍ରମାଣିତ ହୋଇଛି ଜଣେ ୯୭ ବର୍ଷୀୟା ବୃଦ୍ଧାଙ୍କ କ୍ଷେତ୍ରରେ । ସମ୍ କୋଭିଡ ହସ୍ପିଟାଲ୍ରୁ ପୁଣି ଜଣେ ବୟୋଜ୍ୟେଷ୍ଠ।। ସୁସ୍ଥ ହୋଇ ଘରକୁ!-->…