ଆସନ୍ତା ୨୭ରେ ବର୍ଷା-ଅନୁଭବ ମାମଲାର ପରବର୍ତ୍ତୀ ଶୁଣାଣୀ
କଟକ: ତୁଟୁନି ବିବାଦ । ଶୁଣାଣୀ ପରେ ପରେ ଶୁଣାଣୀ ହେଉଥିଲେ ସୁଦ୍ଧା ଷ୍ଟାର କପୁଲ ବର୍ଷା ଓ ଅନୁଭବଙ୍କ ବିବାଦର କୌଣସି ନିସ୍କର୍ଷ ବାହାରି ପାରୁନାହିଁ । ତେବେ କଟକର ପାରିବାରିକ ଅଦାଲତରେ ବିଚାର ଚାଲିଥିବା ଅନୁଭବ-ବର୍ଷା ବିବାହ ବିଛେଦ ମାମଲାର ଶୁଣାଣି ଆସନ୍ତା ୨୭ ତାରିଖରେ ହେବ । ପୂର୍ବରୁ!-->…