ରାଜ୍ୟରେ ୩୦୦ ଟପିଲା ଓମିକ୍ରନ ସଂଖ୍ୟା
ଓଡିଶାରେ ଆଉ ୧୪୫ ନୂଆ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେଲେ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭ ରେ ପହଞ୍ଚିଛି । ଆଉ ୧୪୫ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ!-->…