୩୧ ସୁଦ୍ଧା କିଣାଯିବ ପଞ୍ଜିକୃତ ଚାଷୀଙ୍କ ଧାନ: ମନ୍ତ୍ରୀ
ଭୁବନେଶ୍ୱର: ଲଗାତାର ୬ ଦିନ ଧରି ଗୃହରେ ଅଚଳ ଅବସ୍ଥା ପରେ ଆଜି ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଚାଲିଛି |ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ଗୃହରେ ଧାନ କିଣା ପ୍ରସଙ୍ଗକୁ ନେଇ ଗୃହରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସେ କହିଛନ୍ତି, ଏବେ ବି!-->…