ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କଲା ବିଜେପି
ଭଦ୍ରକ: ଭଦ୍ରକରେ ସବୁ ସୀମା ଟପିଗଲେ ବିଜେପି କର୍ମୀ । ରାଜନୈତିକ ଆକ୍ରୋଶରୁ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ବିଜେପି କର୍ମୀ । ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳରୁ । ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିର ଅଞ୍ଚଳରେ ରାଜନୈତିକ!-->…