କଟକଣା ବିରୋଧରେ କଟକ ବନ୍ଦ
ପାର୍ବଣରେ ୪ ଫୁଟ ମୂର୍ତ୍ତି ଓ ମଣ୍ଡପରେ ପରଦା ଟାଣି ପୂଜା ପାଇଁ ସରକାରଙ୍କ ନିର୍ଦ୍ଦେଶନାକା ବିରୋଧରେ କଟକରେ ପ୍ରତିବାଦ ସ୍ୱର ତୀବ୍ର ହୋଇଛି । ବିଭିନ୍ନ ସାମାଜିକ ସଂଗଠନର ସଦସ୍ୟ ଓ କାର୍ଯ୍ୟକର୍ତା ବର୍ଷାରେ ବି ରାସ୍ତାରେ ଆଣ୍ଠେଇ ଏଭଳି ନିଷ୍ପତ୍ତିରେ ଅଭିନବ ପ୍ରତିବାଦ ଜାରି ରଖିଛନ୍ତି ।!-->…