ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ପରୀର ପରିବାର
ସୁପ୍ରିମକୋର୍ଟ ନିର୍ଦ୍ଦେଶ ମାନି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ପରୀର ପରିବାର। ନୟାଗଡ଼ ବହୁଚର୍ଚ୍ଚିତ ଶିଶୁ କନ୍ୟା ର ସିବିଆଇ ତଦନ୍ତ ଦାବିରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ପରୀ ମା'। ପ୍ରଥମେ ରିଟ୍ ଓ ପରେ ସ୍ପେଶାଲ ଲିଭ୍ ପିଟିସନ ଜରିଆରେ ଏନେଇ ଆବେଦନ କରାଯାଇଥିଲା। ହାଇକୋର୍ଟ ରିଟ୍!-->…