ସୁସ୍ଥ ଅଛନ୍ତି ଓଡ଼ିଶାର ପ୍ରଥମ ଡେଲଟା ପ୍ଲସ ରୋଗୀ
ଭୁବନେଶ୍ୱର: ଗତକାଲି ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ଜାଣିବା ଲାଗି ସମସ୍ତଙ୍କ ଆଗ୍ରହ ଥିବା ବେଳେ ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ରାଜ୍ୟରେ କରୋନାର!-->…