Odia News Portal
Browsing Tag

Pfizer Vaccine For 12-15 Year

ଆମେରିକାରେ ୧୨ ରୁ ୧୫ ବର୍ଷ ପିଲାଙ୍କୁ ଟିକା

ଆମେରିକା: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ସମୟରେ ଗତକାଲି ଆମେରିକାରେ ୧୨ ରୁ ୧୫ ବର୍ଷ ମଧ୍ୟରେ ପିଲାଙ୍କୁ ଟିକା ଦେବାକୁ ନିଷ୍ପତ୍ତି ନିଆଯାଇଛି । ଅନ୍ୟପଟେ ଭାରତରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ(ବି-୧୬୧୭) କୁ ନେଇ ଚିନ୍ତା ପ୍ରକଟ କରିଛି ବିଶ୍ୱ ସ୍ୱସ୍ଥ୍ୟ ସଂଗଠନ । ଏନେଇ