ରାଜ୍ୟର ଏହି ୨ ସ୍ଥାନକୁ ମାଇକ୍ରୋ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା
ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନ୍ମେଣ୍ଟ୍ ଜୋନ୍ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଗାଁକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା କରାଯାଇଛି। ଫୁଲବାଣୀ!-->…