କୋମଳ ଓ ଗୋଲାପୀ ଓଠ ଲାଗି ଆପଣାନ୍ତୁ ଏହି ଉପାୟ
ଭୁବନେଶ୍ୱର: ଥଣ୍ଡା ସମୟରେ ହେଉ ଅଥବା ଅନେକ ସମୟରେ ବହୁ ଲୋକଙ୍କ ଓଠ ଶୁଷ୍କ ହୋଇଥାଏ। ଏହାସହ ଓଠରେ ଏକ କଳା ରଙ୍ଗର ଆସ୍ତରଣ ରହିବା ଭଳି ମଧ୍ୟ ଅନୁଭବ ହୋଇଥାଏ। ଆପଣ ଯଦି ଏହି ସମସ୍ୟା ପାଇଁ ଚିନ୍ତିତ ତେବେ ଆପଣାନ୍ତୁ ଏହି ଘରୋଇ ଉପାୟ ବିଷୟରେ – ଅଧ ଚାମଚ କଫି ଗୁଣ୍ଡରେ ଅଳ୍ପ କିଛି ସର ମିଶାଇ!-->…