ସ୍ଥାୟୀ ବାତ୍ୟା ନିରୋଧୀ ଭିତ୍ତିଭୂମି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦାବି
ଭୁବନେଶ୍ୱର: ପ୍ରଧାମନ୍ତ୍ରୀଙ୍କର ବାତ୍ୟା ସମୀକ୍ଷା ବୈଠକରେ ଓଡ଼ିଶାରେ ସ୍ଥାୟୀ ଦୀର୍ଘ ମିଆଦି ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି।ଓଡ଼ିଶା ବାରମ୍ବାର ବାତ୍ୟା ଦ୍ୱାରା ପ୍ରଭାବିତ ହେଉଥିବାରୁ ଏକ ଦୀର୍ଘ ମିଆଦି ବ୍ୟବସ୍ଥା କରିବା ପାଇଁ!-->…