କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ସାଙ୍ଘାତିକ ହେଉଥିବା ସମୟରେ ହସ୍ପିଟାଲରେ ବେଡ୍ ଅଭାବ, ଆକ୍ରାନ୍ତଙ୍କୁ ଚିକିତ୍ସାରେ ଅବହେଳା ଓ ଅକ୍ସିଜେନର ଅଭାବ ଭଳି ସମସ୍ୟା ସାମ୍ନାକୁ ଆସିବାରେ ଲାଗିଛି । ତେଣୁ ଦେଶରେ କରୋନା ସ୍ଥିତି ଓ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ଭିତିଭୂମିର ସମୀକ୍ଷା!-->…