ପୋଗାସସ୍ ମାମଲାରେ ଏମିତି ରାୟ ଶୁଣାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ପେଗାସସ୍ ସ୍ପାଏୱେୟାର ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟ ଏହାର ରାୟ ଦେଇଛନ୍ତି। ଏକ ବିଶେଷଜ୍ଞ କମିଟି ଦ୍ୱାରା ପେଗାସସ୍ ଗୁପ୍ତଚର ମାମଲା ଯାଞ୍ଚ କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। କୋର୍ଟ କଡା ମନ୍ତବ୍ୟ ଦେଇଥିବା ବେଳେ ଏହା ମଧ୍ୟ କହିଛନ୍ତି!-->…