Odia News Portal
Browsing Tag

political news odisha

କରୋନା କଟକଣା ଭିତରେ ଗଡ଼ିବ ପାସେଞ୍ଜର/ମେମୁ ଟ୍ରେନ୍‌

ଭୁବନେଶ୍ବର: କରୋନା କଟକଣା ମଧ୍ୟରେ ଆସିଲା ଯାତ୍ରୀଙ୍କ ପାଇଁ ଖୁସି ଖବର। ପାସେଞ୍ଜର/ମେମୁ ଟ୍ରେନ୍‌ ଚଳାଚଳ ହେଉ ନ ଥିବାରୁ ଯାତ୍ରୀ ହଇରାଣ ହେଉଥିବା ନେଇ ଖବର ପ୍ରକାଶ ପାଇବା ପରେ ପୂର୍ବତଟ ରେଳପଥ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ।ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ବର ଓ

ଶ୍ରୀମନ୍ଦିରକୁ ପୁଣି ଫେରିପାରେ ଦର୍ଶନ କଟକଣା!

ପୁରୀ: ଶ୍ରୀମନ୍ଦିରକୁ ପୁଣି ଫେରିପାରେ ରବିବାରିଆ ଦର୍ଶନ କଟକଣା ।ତେବେ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏହି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହୋଇଛି । ଆଗାମୀ ସପ୍ତାହରୁ ଲାଗିପାରେ ଏହି କଟକଣା । ଶ୍ରୀମନ୍ଦିର ପ୍ରଶାସନ ଦିନ ସ୍ପଷ୍ଟ କରିନଥିଲେ ମଧ୍ୟ କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି

ଖରାଦିନେ ତ୍ଵଚାର ସୁରକ୍ଷା ପାଇଁ ଆପଣାନ୍ତୁ ଏହି ସବୁ ଉପାୟ…

ଭୁବନେଶ୍ବର: ଖରାଦିନେ ଚେହେରାରେ ଚମକ ଆଣିବା ପାଇଁ ଆପଣ ଅନେକ କିଛି କରିବା ସହିତ ବେଳେବେଳେ ମହଙ୍ଗା ପ୍ରଡକ୍ଟସ ମଧ୍ୟ ବ୍ୟବହାର କରିଥାନ୍ତି । ଯାହାକି ଚେହେରାକୁ ଅଧିକରୁ ଅଧିକ ଖରାପ କରିଥାଏ । ଏଥିପାଇଁ ଚେହେରାରେ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଣିବା ପାଇଁ ଆୟୁର୍ବେଦିକ ଉପଚାର ସବୁଠାରୁ ବେଷ୍ଟ

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଛାଡିବାକୁ ନାରାଜ କର୍ମଚାରୀ

ଭୁବନେଶ୍ୱର: ଚାକିରିରେ ଯୋଗଦେବା ଦିନଠାରୁ ଗୋଟିଏ ସ୍ଥାନରେ କାମ କରୁଛନ୍ତି । କାହାର ୨୫ ବର୍ଷ ତ ଆଉ କାହାର ୩୦ବର୍ଷ । ପ୍ରଥମ ଶ୍ରେଣୀ ପାହ୍ୟାର ଅଫିସରଙ୍କ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ୧୨୦ଜଣ କର୍ମଚାରୀ କେହିହେଲେ ଦପ୍ତର ଛାଡିଯିବାକୁ ନାରାଜ । ଯେତେ ଅଭିଯୋଗ ଆସିଲେ ବି ସରକାର

ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା: ପ୍ରଦୀପ୍ତଙ୍କ ବିବୃତିରେ ୩ ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ବର: ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବାର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା ହୋଇଥିଲା । ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବା ଅବସରରେ ଇତିହାସରେ କ’ଣ ଘଟିଥିଲା ତାକୁ ଉପସ୍ଥାପନ କରିବା ଯେତିକି ଜରୁରୀ,ତାଙ୍କ ନୀତି ଓ ବିଚାରକୁ ଆମେ କେତେ ଦୂର ପାଳନ

ରାଜ୍ୟରେ ୨୪ ଘଣ୍ଟାରେ ୧୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୦୭୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ମଙ୍ଗଳବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାସହ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ଏଥିପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଚୟନକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ କରିଦେଇଛନ୍ତି ।