ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ଅନ୍ଲାଇନରେ ଲିକ୍
ଅଭିନେତା ରଣବୀର କପୁର ଏବଂ ଶ୍ରଦ୍ଧା କପୁରଙ୍କ ଅଭିନୀତ ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ବୁଧବାର ପରଦାରେ ମୁକ୍ତିଲାଭ କରିଛି। ଗୀତ ଏବଂ ଟ୍ରେଲର ଦେଖି ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ବହୁତ ଉତ୍ସାହ ଦେଖିବାକୁ ମିଳିଥିଲା। ରିଲିଜ୍ ପୂର୍ବରୁ ଫିଲ୍ମର ଆଡଭାନ୍ସ ବୁକିଂ ମଧ୍ୟ ହୋଇଥିଲା।!-->…