ଆସିଲା ଚିତ୍ତରଂଜନ ପଲାଇ ମୃତ୍ୟୁ ମାମଲାର ପୋଷ୍ଟମର୍ଟମ ରିପୋର୍ଟ
ପୁରୀ:ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଂଜନ ପଲାଇଙ୍କ ମୃତ୍ୟୁ ମାମଲାରେ ଆସିଛି ଶବ ବ୍ୟବଚ୍ଛେଦ ରିପୋର୍ଟ । କ୍ରାଇମବ୍ରାଞ୍ଚ ହାତରେ ଲାଗିଲା ପୋଷ୍ଟମର୍ଟମ ରିପୋର୍ଟ । ଖବର ଅନୁଯାୟୀ, ବ୍ରହ୍ମଗିରିରେ ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ଘଟଣା । ମାମଲାରେ ତଦନ୍ତ ପୋଲିସ!-->…