ଆଉ ଥରେ ବାହା ହେବେ ପ୍ରଭୁଦେବା
ମୁମ୍ବାଇ() ଲୋକପ୍ରିୟ ଅଭିନେତା ତଥା କୋରିଓଗ୍ରାଫର, ନିର୍ଦ୍ଦେଶକ ପ୍ରଭୁଦେବା ଆଜିକାଲି ବେଶ୍ ଚର୍ଚ୍ଚାରେ ରହିଛନ୍ତି । ସେ ଏବେ ରିଲେସନସିପ୍କୁ ନେଇ ବେଶ୍ ଚର୍ଚ୍ଚାରେ । ପୁଣି ଥରେ ତାଙ୍କୁ ପ୍ରେମ ହୋଇଯାଇଛି । ଏବଂ ସେ ବହୁତ ଶୀଘ୍ର ଦ୍ବିତୀୟ ଥର ପାଇଁ ବିବାହ କରିବାକୁ ଯାଉଛନ୍ତି ବୋଲି…