ପ୍ରଦୀପଙ୍କୁ ଆଶ୍ୱସ୍ତି: ତଦନ୍ତ କରିପାରିବନି ଭିଜିଲାନ୍ସ
କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ମାମଲାର ତଦନ୍ତ ଭିଜିଲାନ୍ସ କରିପାରିବ ନାହିଁ ବୋଲି ସଫା ସଫା ଶୁଣାଇ ଦେଇଛନ୍ତି ହାଇକୋର୍ଟ। ଫଳରେ ଆଜି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି।
ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର!-->!-->!-->!-->!-->…